ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ତାଙ୍କୁ ୬୦ ବର୍ଷ ହୋଇଥିଲା। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ବିଜୟ ହୃଦରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି। ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ୨୦୦୯ ଏବଂ ୨୦୧୪ ମସିହାରେ ସେ…

Read More