
ସରକାରୀ କ୍ୱାର୍ଟର୍ସରୁ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର ହେଲା ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ। ମୃତ କର୍ମଚାରୀ ଜଣଙ୍କ ହେଲେ ସେରଙ୍ଗ ଥାନା ଗୁମା ଗାଁର ଗଣେଶ ବେହେରା। ଏପରି ଘଟଣା ଘଟିଛି ଗଜପତି ଜିଲ୍ଲାରେ। ଗଣେଶ ସେରଙ୍ଗ ଥାନା ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଥିବା ୧୦୮ ଆମ୍ବୁଲାନ୍ସରେ ଫାର୍ମାସିଷ୍ଟ ଭାବେ କାମ କରୁଥିଲେ। ଗତକାଲି ଗଣେଶ ରାତି ପ୍ରାୟ ୯ଟା ସମୟରେ ଡ୍ୟୁଟି ସାରି ରହୁଥିବା ସରକାରୀ ବାସଭବନକୁ ଆସିଥିଲେ। ରାତି ପ୍ରାୟ ୧୧ଟା ସମୟରେ ତାଙ୍କର ସାଙ୍ଗମାନେ…