
ହାଇକୋର୍ଟଙ୍କ ନିର୍ଦ୍ଦେଶ; ରାଜ୍ୟରେ ନିଯୁକ୍ତ ହେବେ ୬ ହଜାର ଶିକ୍ଷକ
ରାଜ୍ୟରେ ନିଯୁକ୍ତ ହେବେ ୬ ହଜାର ଶିକ୍ଷକ । ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲାର ଆଜି ଶୁଣାଣି ହୋଇଛି । ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି ।ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ…