
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର । ୟୁପିଏସସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରଶାନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ବିତୀୟ ରାଙ୍କ ପାଇଥିଲେ ଅନିମେଶ । ଅନିମେଶଙ୍କ ସହ ଅନ୍ୟ ୮ ଜଣଙ୍କୁ ଓଡ଼ିଶା କ୍ୟାଡର୍ ମିଳିଛି । ତେବେ ସର୍ବ ଭାରତୀୟ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରିବା ପରେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରିବାକୁ ରୁଚି ରଖିଥିବା କହିଥିଲେ ଅନିମେଶ । ସେହିପରି ୨୦୨୩ ସିଭିଲ…