
ମହିଳାଙ୍କୁ ଉଲଗ୍ନ କରି ମାଡ ମାରିବା ପରେ ଲୁହା ରଡ୍ରେ ଚେଙ୍କ ଦେବା ସହ ପ୍ରାଇଭେଟ୍ ପାର୍ଟରେ ଲଙ୍କାଗୁଣ୍ଡ ଭର୍ତ୍ତି କଲେ ଶାଶୁଘର ଲୋକ
ଜଣେ ମହିଳାଙ୍କୁ ତାଙ୍କ ଶାଶୁଘର ଲୋକେ ଉଲଗ୍ନ କରି ନିର୍ଧୂମ ପିଟିବା ସହ ଲୁହା ରଡ୍ରେ ଚେଙ୍କ ଦେବା ପରେ ମହିଳାଙ୍କ ପ୍ରାଇଭେଟ୍ ପାର୍ଟରେ ଲଙ୍କାଗୁଣ୍ଡ ଭର୍ତ୍ତି କରିଦେଇଛନ୍ତି। ଏଭଳି ବର୍ବର କାଣ୍ଡ ଘଟିଛି ମଧ୍ୟପ୍ରଦେଶର ରାଜଗଡ଼ରେ। ଅଭିଯୋଗ ଅନୁଯାୟୀ, ରୋହିତ ରୁହେଲା ନାମକ ଜଣେ ଯୁବକ ମହିଳାଙ୍କ ଘରକୁ କୌଣସି ସାମଗ୍ରୀ ମାଗିବାକୁ ଆସିଥିଲେ। ଯେତେବେଳେ ପୀଡ଼ିତା ତାଙ୍କୁ ଫାଟକ ନିକଟରେ ଅପେକ୍ଷା କରିବାକୁ କହିଥିଲେ। ସେତେବେଳେ ସେ କବାଟ ବନ୍ଦ କରି ତାଙ୍କ କୋଠରିରେ…