କୋରାପୁଟ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ପରବ ଭେଟି ଦେଲେ ୫୪୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ

  ୧୯୯୬ ମସିହାରୁ କୋରାପୁଟର କଳା, ସଂସ୍କୃତି, ପରମ୍ପରା ଓ ଐତିହକୁ ଉଜ୍ଜୀବିତ କରି ରଖିବା ସହିତ ଏହାର ପ୍ରଚାର ପ୍ରସାର ପାଇଁ ପରବ ତାର ସଫଳ ପ୍ରୟାସ ଜାରି ରଖିଛି । ସାମାଜିକ ଓ ସାଂସ୍କୃତିକ ଚେତନାକୁ ଜାଗ୍ରତ କରିବା ସହିତ ଅନେକ ଲୁକାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣି ସମସ୍ତଙ୍କୁ ଏକତାର ସୂତ୍ରରେ ବାନ୍ଧି ରଖିଛି ଏହି ମହୋତ୍ସବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି  ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ପରବ-୨୦୨୫ …

Read More