ମନମୋହନ ସିଂଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ କରିଛନ୍ତି କେନ୍ଦ୍ର ସରକାର। ସେହିପରି ଆଜି ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟର ବୈଠକ ହେବ ବୋଲି ସୂଚନା ମିଳିଛି । ଏହି ଅବଧିରେ ଜାତୀୟ ପତାକା ଅର୍ଧନମିତ ହୋଇ ରହିବ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷ କୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ସେହିପରି ଶ୍ରୀ ସିଂହଙ୍କ ପରଲୋକ ଯୋଗୁ…
