ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହ ବିଭାଗ ଚଳାଇବାରେ ସଂପୂର୍ଣ୍ଣ ଅସମର୍ଥ ହୋଇଥିବା ପ୍ରମାଣିତ ବୋଲି ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ର ଅଭିଯୋଗ କରିବା ସହ ଆଜି ଶ୍ରୀ ପାତ୍ରଙ୍କ ନେତୃତ୍ୱରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରାଯାଇଥିଲା । ଓଡ଼ିଶା ସରକାରଙ୍କର ୪୪ଟି ମୁଖ୍ୟ ବିଭାଗ ମଧ୍ୟରୁ ଗୃହ ବିଭାଗଟି ସଂପୂର୍ଣ୍ଣ ଅଚଳ ହୋଇପଡ଼ିଛି । ଅନିୟନ୍ତ୍ରିତ ଅପରାଧ ପାଇଁ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକୁଛନ୍ତି । ମାତ୍ର ଓଡ଼ିଶାର…

Read More

ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀ

“ଓଡ଼ିଶା ଭାରତର ବୃଦ୍ଧିର ଇଞ୍ଜିନ୍ ହେବା ପାଇଁ ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି ଏବଂ ଓଡ଼ିଶା ନିବେଶକ ସମ୍ମିଳନୀ ଦୀର୍ଘମିଆଦି ସାଂଯୋଗ ଗଢ଼ିବା ପାଇଁ ଏକ ମଞ୍ଚ, ଯାହା ନିବେଶ ଉଦ୍ଦେଶ୍ୟକୁ ଭୂମିସ୍ତରରେ ରୂପାୟଣ କରିବ,” ବୋଲି ଆଜି ହାଇଦ୍ରାବାଦରେ ଆୟୋଜିତ ଓଡ଼ିଶା ନିବେଶକ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୀତିଗତ ସ୍ଥିରତା, ପ୍ରତିଯୋଗୀମୂଳକ ଖର୍ଚ୍ଚ ଏବଂ ସହଯୋଗୀ ଶାସନ ବ୍ୟବସ୍ଥା ମାଧ୍ୟମରେ…

Read More

କୋଟି କୋଟି ଟଙ୍କାର ପୁଞ୍ଜିନିବେଶ ଓଡ଼ିଶାକୁ ଆସିବା
କଥା ଭ୍ରମାତ୍ମକ: ବିଜେଡି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଦ୍ରାବାଦ ଗସ୍ତରେ ରାଜ୍ୟକୁ ୬୫,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ଓ ୨୦ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଯାହା କୁହାଯାଇଛି, ତାହା ଭ୍ରମାତ୍ମକ ବୋଲି ବିଜୁ ଜନତା କହିଛି । ଆଜି ଏକ ପ୍ରେସ୍ ବିବୃତ୍ତିରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ପ୍ରବାସୀ ଭାରତୀୟ ଦିବସକୁ ସମ୍ୱୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାକୁ ଭାରତର ଶ୍ରେଷ୍ଠ…

Read More