ଜଗାଙ୍କ ଦର୍ଶନ ପାଇଁ ନୂଆଵର୍ଷରୁ ନୂଆ ସୁବିଧା
ନୂଆବର୍ଷରୁ ଜଗାଙ୍କୁ ଦର୍ଶନକୁ ଦେଖିବା ଆହୁରି ହେବ ସହଜ, ଯେଉଁ କାରଣରୁ ଶ୍ରୀମନ୍ଦିରରେ ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ, ଅର୍ଥାତ ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏନେଇ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପକ୍ଷରୁ ସୂଚନା ମିଳିଛି । ସ୍ୱତନ୍ତ୍ର ବ୍ୟାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ। ଏନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଛି।ଶ୍ରୀମନ୍ଦିରରେ ବିଶୃଙ୍ଖଳିତ ଆଚରଣ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
