
ଟ୍ୟାଙ୍କରେ ବୋମା ବିସ୍ଫୋରଣ; ଓଡ଼ିଆ ଯବାନ ସହିଦ୍
ଫାୟାରିଙ୍ଗ ଅଭ୍ୟାସ ବେଳେ ହଠାତ୍ ଟ୍ୟାଙ୍କରେ ବୋମା ବିସ୍ଫୋରଣ ହେବ ଫଳରେ ଜଣେ ଓଡ଼ିଆ ଯବାନ ସହିଦ୍ ହୋଇଥିବା ଖବର ଜଣାପଡିଛି। ସେ ହେଉଛନ୍ତି କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ବୋଡାଗୁଡା ଗାଁର ଯବାନ ଈଶ୍ବର ତଲିଆ। ଜମ୍ମୁରେ କାର୍ଯ୍ୟରତ ୪୬ ଆର୍ମୀ ଆରମୋଡ୍ ରେଜିମେଣ୍ଟ ଈଶ୍ୱର ତଲିଆଙ୍କ ଫାୟାରିଙ୍ଗ ବେଳେ ଟ୍ୟାଙ୍କରେ ବୋମା ବିସ୍ଫୋରଣ ହୋଇ ସହିଦ୍ ହୋଇଯାଇଛନ୍ତି ।ରାଜସ୍ଥାନର ଫକରନ୍ ରେଞ୍ଜରେ ଫାୟାରିଙ୍ଗ ଅଭ୍ୟାସ କରିବା ପାଇଁ ଯାଇଥିଲେ । ଅଭ୍ୟାସ ବେଳେ ହଠାତ…