ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଖରିଫ ୨୦୨୫-୨୬ ଧାନ ସଂଗ୍ରହ ସମୀକ୍ଷା

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଖରିଫ ୨୦୨୫-୨୬ ଧାନ ସଂଗ୍ରହର ସମୀକ୍ଷା କରିଛନ୍ତି। ଚାଷୀଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସହଯୋଗ କରିବା ଓ ସେମାନଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବାକୁ ଅଧିକାରୀମାନଙ୍କୁ ଉପମୁଖ୍ୟମନ୍ତ୍ରୀ କଡାକଡି ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାରେ ନିୟୋଜିତ ବିଭାଗୀୟ ଅଧିକାରୀଙ୍କୁ ମଣ୍ଡି ଗୁଡ଼ିକୁ ନିୟମିତ ଭାବରେ ପରିଦର୍ଶନ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ସମ୍ପ୍ରତି ରାଜ୍ୟରେ ଖରିଫ ଧାନ ସଂଗ୍ରହ ଜାରି…

Read More

ଅତିରିକ୍ତ ଜମାରାଶି ବୃଦ୍ଧିକୁ ପ୍ରତ୍ୟାହାର କରାଯାଉ

ଟାଟା ପାୱାରର ଶୋଷଣ, ଏମଜିଏନଆରଇଜିଏସ ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମ ପରିବର୍ତ୍ତନ ତିନି ଗୁରୁତର ସମସ୍ୟାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏହି ସମ୍ମିଳନୀରେ ଯୋଗଦେଇ ପିସିସି ସଭାପତି ଭକ୍ତ ଚରଣ ଦାସ କହିଲେ ଭକ୍ତ ଦାସ କହିଲେ ଟାଟା ପାୱାର ଅତିରିକ୍ତ ଜମାରାଶି ତଥା ମିଟର ଏବଂ ବିଲରେ ଚଞ୍ଚକତା କରି ସାଧାରଣ ଜନତାଙ୍କୁ ଶୋଷଣ କରୁଛି, ତେଣୁ ଏହାର ବିରୁଦ୍ଧରେ କଂଗ୍ରେସ ଏକ ଜନ ଜାଗରଣ ଆରମ୍ଭ କରିବ।…

Read More

ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମିଳିବ ନାହିଁ

ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି । ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି । ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ…

Read More

ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହ ବିଭାଗ ଚଳାଇବାରେ ସଂପୂର୍ଣ୍ଣ ଅସମର୍ଥ ହୋଇଥିବା ପ୍ରମାଣିତ ବୋଲି ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ର ଅଭିଯୋଗ କରିବା ସହ ଆଜି ଶ୍ରୀ ପାତ୍ରଙ୍କ ନେତୃତ୍ୱରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରାଯାଇଥିଲା । ଓଡ଼ିଶା ସରକାରଙ୍କର ୪୪ଟି ମୁଖ୍ୟ ବିଭାଗ ମଧ୍ୟରୁ ଗୃହ ବିଭାଗଟି ସଂପୂର୍ଣ୍ଣ ଅଚଳ ହୋଇପଡ଼ିଛି । ଅନିୟନ୍ତ୍ରିତ ଅପରାଧ ପାଇଁ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକୁଛନ୍ତି । ମାତ୍ର ଓଡ଼ିଶାର…

Read More

ସର୍‌ଗି ଫୁଲ୍‌ ମହୋତ୍ସବ ୨୦୨୫ ଉଦଯାପିତ

ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସର୍‌ଗି ଫୁଲ୍‌ ମହୋତ୍ସବ ୨୦୨୫ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆବର୍ଗ କଲ୍ୟାଣ ବିଭାଗ, ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଉଦଯାପନୀ କାର୍ଯ୍ୟକ୍ରମରେ ବିଭାଗୀୟ ଆୟୁକ୍ତ ତଥା ଶାସନ ସଚିବ ଶ୍ରୀ ବି. ପରମେଶ୍ବରନ୍, ଅନୁସୂଚିତ ଜାତି ନିର୍ଦ୍ଦେଶକ ଶ୍ରୀ…

Read More

କୋଟି କୋଟି ଟଙ୍କାର ପୁଞ୍ଜିନିବେଶ ଓଡ଼ିଶାକୁ ଆସିବା
କଥା ଭ୍ରମାତ୍ମକ: ବିଜେଡି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଦ୍ରାବାଦ ଗସ୍ତରେ ରାଜ୍ୟକୁ ୬୫,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ଓ ୨୦ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଯାହା କୁହାଯାଇଛି, ତାହା ଭ୍ରମାତ୍ମକ ବୋଲି ବିଜୁ ଜନତା କହିଛି । ଆଜି ଏକ ପ୍ରେସ୍ ବିବୃତ୍ତିରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ପ୍ରବାସୀ ଭାରତୀୟ ଦିବସକୁ ସମ୍ୱୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାକୁ ଭାରତର ଶ୍ରେଷ୍ଠ…

Read More

ରାଜ୍ୟବ୍ୟାପୀ ପାଳନ ହେବ ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ

ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ରାଜ୍ୟର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳିତ ହେବା ସହିତ ଦଳର ମୁଖ୍ୟାଳୟ “ଶଙ୍ଖ ଭବନ” ଠାରେ ମହାସମାରୋହରେ ପାଳନ କରାଯିବ ବୋଲି ଆଜି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ…

Read More

ନିଷ୍ଟ (NIST)ର ଦ୍ଵିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଜ୍ୟପାଳ

ବିଭିନ୍ନ ପ୍ରକାରର ସମସ୍ୟାର ସମାଧାନ ଓ ପରିବେଶ ସୁରକ୍ଷା କରିବା ଦିଗରେ ଜ୍ଞାନକୁ ଉପଯୋଗ କରିବା ସହିତ ସାମାଜିକ ସଦଭାବନା କୁ ପ୍ରୋତ୍ସାହିତ କରି ମାନବ ସମାଜର ସେବା କରିବାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି l ଶୁକ୍ରବାର ଦିନ ନିଷ୍ଟ (NIST) ବିଶ୍ୱବିଦ୍ୟାଳୟ ବ୍ରହ୍ମପୁରର ଦ୍ଵିତୀୟ ସମାବର୍ତ୍ତନ ଉତ୍ସବରେ ସ୍ନାତକ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇଛନ୍ତି l ଏହି ସମାରୋହରେ ସ୍ନାତକମାନଙ୍କୁ ସମ୍ବୋଧିତ କରି…

Read More

ଟାଟା ପାଓ୍ବାର ଉପରେ ବର୍ଷିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ଟାଟାପାଓ୍ବାର ରାଜ୍ୟର ବିଦ୍ୟୁଦ୍ ଉପଭୋକ୍ତାମାନଙ୍କ ଠାରୁ ଅତିରିକ୍ତ ସିକ୍ୟୁରିଟ୍ ଆଦାୟ ପାଇଁ ଯେଉଁ ନୋଟିସ୍ ଜାରି କରିଛି ତାହାକୁ ଶୀଘ୍ର ବାଡିଲ କରିବାକୁ “ଜନ ଜାଗରଣ’”ର ସଭାପତି ତଥା ପୂର୍ବତନ ମୁଖ୍ୟ ଶାସନସଚିବ ଶ୍ରୀ ବିଜୟ କୁମାର ପଟ୍ଟନାୟକ ଦାବୀ କରିଛନ୍ତି । ଆଜି ଭୁବନେଶ୍ଵରେ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମଳିନୀରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଟାଟା ପାଓ୍ବାର ବିଗତ ବର୍ଷରେ ଉପଭୋକ୍ତାମାନଙ୍କ ଠାରୁ ସଂଗ୍ରହ କରିଥିବା ଅଧ‌ିକ ୭ହଜାର କୋଟି ଟଙ୍କାକୁ ସେମାନଙ୍କୁ…

Read More

ଜନସ୍ୱାସ୍ଥ୍ୟ ସମସ୍ୟାର ମୁକାବିଲା ରେ ତୃଣମୂଳ ସ୍ତରୀୟ ତଦାରଖ ପାଇଁ ଯୋଜନା କରୁଛି ବି.ଏମ୍.ସି

ଭେକ୍ଟର-ବାହିତ ଏବଂ ଜଳ-ବାହିତ ରୋଗର ରୋଗ ନିରୀକ୍ଷଣ, ମହାମାରୀ ପ୍ରସ୍ତୁତି, ଗୋଷ୍ଠୀ  ସହଭାଗୀତା ଏବଂ ପ ସହରାଞ୍ଚଳ ପରିମଳ କୁ ଗୁରୁତ୍ଵ ଦେଇ ଆଜି ଏକ ସମୀକ୍ଷା -ତାଲିମ କାର୍ଯ୍ୟକ୍ରମ BMC, ICOMC ଟାୱାରର ଏକାମ୍ର ହଲ୍‌ରେ ଅନୁଷ୍ଠିତ ହୋଇଥିଲା। BMC ସୀମା ମଧ୍ୟରେ ଜନସ୍ୱାସ୍ଥ୍ୟ ପ୍ରତିକ୍ରିୟା ବ୍ୟବସ୍ଥାକୁ ସୁଦୃଢ଼ ​​କରିବା ପାଇଁ ଆଜି ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।  ମାନନୀୟl ମେୟର ଶ୍ରୀମତୀ ସୁଲୋଚନା ଦାସ ଏବଂ ଅତିରିକ୍ତ କମିଶନର ଶ୍ରୀ କୈଳାସ ଚନ୍ଦ୍ର ଦାସ…

Read More