ଜାତୀୟ କଣ୍ଢେଇ ନାଟ ଉତ୍ସବ ଉଦ୍‌ଯାପିତ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ ହେଉଥିବା ଜାତୀୟ କଣ୍ଢେଇ ନାଟ ଉତ୍ସବ ଆଜି ଉଦ୍‌ଯାପିତ ହୋଇଯାଇଛି। ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଥିବା ଆଜିର ଉଦ୍‌ଯାପନୀ ସମାରୋହରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ ଯେ, “କଣ୍ଢେଇ ନାଟ ଆମ ପିଲାଦିନର ସ୍ମୃତିକୁ ଉଜ୍ଜୀବିତ କରିଥାଏ। କଣ୍ଢେଇ ତିଆରି କରିବା, ନାଟକରେ…

Read More

ବିଧାୟକଙ୍କ ଦରମାକୁ ନେଇ ଅଡ଼ୁଆରେ ଶାସକ ଦଳ, କେନ୍ଦ୍ରୀୟ ନେତୃତ୍ୱ ଅସନ୍ତୁଷ୍ଟ l

ବିଧାୟକଙ୍କ ବର୍ଦ୍ଧିତ ଦରମାକୁ ନେଇ ଅସନ୍ତୁଷ୍ଟ କେନ୍ଦ୍ରୀୟ ନେତୃତ୍ୱ… ବିଧାୟକ ଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉପରେ ପୁଣିଥରେ ହବ ପୁନର୍ବିଚାର… ଏକାଥରେ ତିନି ଗୁଣା ଦରମା ଓ ଭତ୍ତା ବୃଦ୍ଧିକୁ ସହଜରେ ଗ୍ରହଣ କରିନାହାନ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ। ୧୦ ଦିନ ତଳେ ଯେଉଁ ବିଧାୟକମାନେ ବିଧାନସଭାରେ ଦରମା ବୃଦ୍ଧି ବିଲ୍‌କୁ ଟେବୁଲ୍‌ ବାଡ଼େଇ ସମର୍ଥନକରିଥିଲେ, ସେହିମାନେ ଆଜି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦଳୀୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି। ଗତ ୯ ତାରିଖରେ ବିଧାୟକ,…

Read More

ମୋଦି ସରକାର ଶ୍ରମିକ ମାନଙ୍କର କାମ ମାଗିବା ଅଧିକାରକୁ ବନ୍ଦ କରିଦେଲେ- କଂଗ୍ରେସ

ଭାରତ ବର୍ଷର ଶ୍ରମିକମାନଙ୍କୁ ତାଙ୍କର ସମ୍ମାନ ସହ ବଞ୍ଚିବାର ଅଧିକାରକୁ କଂଗ୍ରେସ କେନ୍ଦ୍ରରେ ସରକାରରେ ୨୦୦୫ ମସିହାରେ ଥିଲା ବେଳେ ସାମ୍ବିଧାନିକ ଅଧିକାର ଦେଇଥିଲା । ୨୦୦୫ ମସିହା ଅଗଷ୍ଟ ମାସ ୨୩ ତାରିଖ ଦିନ ଲୋକସଭାରେ ଜାତୀୟ ଗ୍ରାମିଣ ନିଶ୍ଚିତ କ୍ରମନିଯୁକ୍ତି ଯୋଜନା ବିଲ ଲୋକସଭାରେ ପାରିତ ହୋଇଥିଲା ଏବଂ ୨୦୦୬ ମସିହାରେ ଏହା ଆଇନରୂପରେ କାର୍ଯ୍ୟକାରୀ କରାଗଲା । ୨୦୦୯ ମସିହାରେ ନରେଗା ନାମ ପରିବର୍ତ୍ତନ କରାଯାଇ ମନରେଗା କରାଯାଇଥିଲା । ଏହି ଆଇନ…

Read More

ପ୍ରତିହିଂସା ପରାୟଣ ରାଜନୀତି ବିରୁଦ୍ଧରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ନ୍ୟାସନାଲ ହେରାଲଡ଼ ମାମଲାରେ ମିଥ୍ୟା ଟଙ୍କା କାରବାର ଭାରତୀୟ ଜାତୀୟ କଂଗ୍ରେସର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧି ଓ ସର୍ବମାନ୍ୟ ନେତା ରାହୁଲ ଗାନ୍ଧୀଙ୍କୁ ଫସାଇ ସରକାର ଇଡି ବିଭାଗକୁ ହାତବାରିସୀ କରି ଯେଭଳି ହଇରାଣ କଲା ତାହା ଭାରତ ରାଜନୀତିରେ ଏକ ବିରଳ ଘଟଣା । ବିଜେପି ସରକାରଙ୍କ ପ୍ରତିହିଂସା ପରାୟଣ ରାଜନୀତି ବିରୁଦ୍ଧରେ ରାଜ୍ୟ ସାରା ପ୍ରତି ଜିଲ୍ଲାରେ ମଶାଲ ପ୍ରତିବାଦ ଯାତ୍ରା ଅନୁଷ୍ଠିତ ହେଊଛି । ଏହି ପରିପେକ୍ଷୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ…

Read More

ରାଜ୍ୟରେ ଧାନ ସଂଗ୍ରହ ନେଇ ମନ୍ତ୍ରୀଙ୍କ ସମୀକ୍ଷା

ବର୍ତ୍ତମାନ ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ଏହାକୁ ଶୃଙ୍ଖଳିତ ଓ ସୁସଂଗଠିତ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ପ୍ରସ୍ତୁତି, ବର୍ତ୍ତମାନର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଅନୁଷ୍ଠିତ…

Read More

ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ

ଓଡିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ବା ଓସେପା ପକ୍ଷରୁ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜନ କରାଯାଇଛି । ଗତ ଡିସେମ୍ବର 9 ତାରିଖରୁ 18 ତାରିଖ ଯାଏଁ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ ଏନଆଇସି, ଭୁବନେଶ୍ବରଠାରେ ଆୟୋଜନ କରାଯାଇଥିଲା । ପ୍ରତ୍ୟେକ ଦିନ ଦୁଇଟି ପର୍ଯ୍ୟାୟରେ ଜିଲ୍ଲାର ସିଟିସି ପ୍ରୋଗାମର୍,ବ୍ଲକର ଟିସି ଏବଂ ମିସ୍-କମ୍-ପିସି ମାନେ ଯୋଗ ଦେଇଥିଲେ । ଏଥିରେ 30ଗୋଟି ଜିଲ୍ଲାର ଏବଂ 314 ବ୍ଲକର 680 ଜଣ କର୍ମଚାରୀ କମ୍ପ୍ୟୁଟର ମାଧ୍ୟମରେ…

Read More

ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା

ସୁନ୍ଦରଗଡ଼ ଜିଲ୍ଲାର ନୋଡାଲ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଦୁଇ ଦିନିଆ ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ବିଭିନ୍ନ ପ୍ରକଳ୍ପ, ଯୋଜନା ଆଦିର କାର୍ଯ୍ୟକାରିତା ତଥା ଅଗ୍ରଗତି ସମୀକ୍ଷା କରିବା ସହିତ ହିତାଧିକାରୀ ମାନଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ। ଏହା ସହିତ ଆଜି ସ୍ଥାନୀୟ ସଦଭାବନା ଭବନ ଠାରେ…

Read More

ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ବର୍ଷା

ରାଜ୍ୟରେ ଆସନ୍ତା ୨୧ ତାରିଖ ଯାଏ ବର୍ଷା ସମ୍ଭାବନା ରହିଛି । ଗୁରୁବାର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ ଓ ୨୧ ତାରିଖରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ଯାଏ ପୂରା ରାଜ୍ୟରେ ଦିନବେଳା ପାଗ କୋହଲା ରହିବ ବୋଲି ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଗୁରୁବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି,…

Read More