ଦେବଗଡ଼ ଜିଲ୍ଲାରେ ଧାନ କିଣା ଶୁଭାରମ୍ଭ

ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି । ଦେବଗଡ଼ ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହୋଇଛି । ଜିଲ୍ଲାର ରିଆମାଳ ବ୍ଲକରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ଜିଲ୍ଲାର ୫୧ଟି ମଣ୍ଡିରେ ୨୧ ହଜାର ୪୧୪ ଜଣ ଚାଷୀଙ୍କ ଠାରୁ ଧାନ କିଣା ଯିବ ।  ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ । ଦେବଗଡ଼ ଜିଲ୍ଲାରେ ଗତ ବର୍ଷ…

Read More

ରାଜ୍ୟରେ ଧାନ ସଂଗ୍ରହ ନେଇ ମନ୍ତ୍ରୀଙ୍କ ସମୀକ୍ଷା

ବର୍ତ୍ତମାନ ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ଏହାକୁ ଶୃଙ୍ଖଳିତ ଓ ସୁସଂଗଠିତ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ପ୍ରସ୍ତୁତି, ବର୍ତ୍ତମାନର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଅନୁଷ୍ଠିତ…

Read More