ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ସୁରେନ୍ଦ୍ର କୁମାର ଖୁଣ୍ଟିଆଙ୍କ ପରଲୋକ

ଆଖି ବୁଝିଲେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ତଥା ବିଶିଷ୍ଟ ଲେଖକ ଅଧ୍ୟାପକ ସୁରେନ୍ଦ୍ର କୁମାର ଖୁଣ୍ଟିଆ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ମଙ୍ଗଳବାର ସକାଳ ୮ଟାରେ କଟକ ଲିଙ୍କ୍ ରୋଡସ୍ଥିତ ସୂର୍ଯ୍ୟ ବିହାରରେ ତାଙ୍କର ପରଲୋକ ହୋଇଛି। ‘ଚିହ୍ନା ଅଚିହ୍ନା’ ଓ ‘ଦେଖ ଖବର ରଖ ନଜର’ ଆଦି ଫିଲ୍ମ ନିର୍ମାଣ କରିଥିଲେ ସୁରେନ୍ଦ୍ର ଖୁଣ୍ଟିଆ । ଏହା ସହ ବହୁତ ଓଡିଆ ଚଳଚ୍ଚିତ୍ରରେ ମଧ୍ୟ ନିଚ୍ଛକ ଅଭିନୟ…

Read More

ଆରପାରିରେ ବିଖ୍ୟାତ ତବଲା ବାଦକ ଜାକିର ହୁସେନ

ଚାଲିଗଲେ ବିଖ୍ୟାତ ତବଲା ବାଦକ ତଥା ସଙ୍ଗୀତଜ୍ଞ ଜାକିର ହୁସେନ । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସୂଚନା ମୁତାବକ ଆଜି ତାଙ୍କର ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବାରୁ ତାଙ୍କୁ ଆମେରିକାରେ ଏକ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା । ରିପୋର୍ଟ ମୁତାବକ ହାର୍ଟ ଜନିତ ସମସ୍ୟା ଦେଖା ଦେବାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ଆଜି ସକାଳୁ ସାନ୍‌ଫ୍ରାନ୍‌ସିସ୍‌କୋରେ ତାଙ୍କ ଚିକିତ୍ସା ଜାରି ରହିଥିଲା । ତେବେ ଡାକ୍ତରଙ୍କ ଶତ ଚେଷ୍ଟା…

Read More