୩୦ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଭାରୀ ମନ୍ତ୍ରୀ ନିଯୁକ୍ତ କରିଛନ୍ତି। ୨ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ୩୦ ଜିଲ୍ଲା ପାଇଁ ପ୍ରଭାରୀ ମନ୍ତ୍ରୀ ନିଯୁକ୍ତ କରିଛନ୍ତି। ସେମାନଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ବ ପ୍ରଦାନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କରିଛନ୍ତି। ସେହିପରି ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ସୁନ୍ଦରଗଡ ଓ…

Read More