ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମିଳିବ ନାହିଁ
ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି । ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି । ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ…
