ଜାତୀୟ କଣ୍ଢେଇ ନାଟ ଉତ୍ସବ ଉଦ୍‌ଯାପିତ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ ହେଉଥିବା ଜାତୀୟ କଣ୍ଢେଇ ନାଟ ଉତ୍ସବ ଆଜି ଉଦ୍‌ଯାପିତ ହୋଇଯାଇଛି। ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଥିବା ଆଜିର ଉଦ୍‌ଯାପନୀ ସମାରୋହରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ ଯେ, “କଣ୍ଢେଇ ନାଟ ଆମ ପିଲାଦିନର ସ୍ମୃତିକୁ ଉଜ୍ଜୀବିତ କରିଥାଏ। କଣ୍ଢେଇ ତିଆରି କରିବା, ନାଟକରେ…

Read More