ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଲେ ପିଭି ସିନ୍ଧୁ

ବିବାହ ବନ୍ଧନରେ ବାନ୍ଧି ହେଲେ ଭାରତର ବ୍ୟାଡମିଣ୍ଟନ ଷ୍ଟାର୍ ପିଭି ସିନ୍ଧୁ। ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଲେ ପିଭି ସିନ୍ଧୁ।ଗତକାଲି ରାଜସ୍ଥାନର ଉଦୟପୁରରେ ହିନ୍ଦୁ ରୀତିନୀତି ଅନୁଯାୟୀ ବ୍ୟାଡ୍ମିଣ୍ଟନ ଷ୍ଟାର ପିଭି ସିନ୍ଧୁ ହାଇଦ୍ରାବର ଭେଙ୍କଟ ଦତ୍ତା ସାଇଙ୍କ ସହ ବିବାହ କରିଛନ୍ତି। ଭେଙ୍କଟ ପେସାରେ ଜଣେ ବିଜନେସ୍ ମ୍ୟାନ୍। ସେ ପ୍ରୋସାଇଡେକ୍ସ ଟେକ୍ନୋଲଜିର ଏଗ୍ଜିକ୍ୟୁଟିଭ ଡାଇରେକ୍ଟର ଅଟନ୍ତି।ପିଭି ସିନ୍ଧୁ ଓ ଭେଙ୍କଟଙ୍କ ବିବାହ ବେଳର ଫଟୋ ଏବେ ସାମ୍ନାକୁ ଆସିଛି। ଯାହା ସୋଶାଲ ମିଡିଆରେ…

Read More