
ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ବର୍ଷା
ରାଜ୍ୟରେ ଆସନ୍ତା ୨୧ ତାରିଖ ଯାଏ ବର୍ଷା ସମ୍ଭାବନା ରହିଛି । ଗୁରୁବାର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ ଓ ୨୧ ତାରିଖରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ଯାଏ ପୂରା ରାଜ୍ୟରେ ଦିନବେଳା ପାଗ କୋହଲା ରହିବ ବୋଲି ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଗୁରୁବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି,…