ଏଣିକି ରୁଷ ଯିବାକୁ ଲାଗିବନି ଭିସା

ଏଣିକି ରୁଷ ଯିବାକୁ ହେଲେ ଲାଗିବନି ଭିସା । ଆସନ୍ତାବର୍ଷ ଠାରୁ ଭାରତୀୟ ନାଗରିକଙ୍କ ପାଇଁ ରୁଷକୁ ଭିସା-ଫ୍ରି ଟ୍ରାଭେଲ୍ ବା ବିନା ଭିସାରେ ଯାତ୍ରା ସୁବିଧା ମିଳିପାରେ। ଏନେଇ ଭାରତ ଓ ରୁଷ ମଧ୍ୟରେ ଆଲୋଚନା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ସୂଚନା ମିଳିଛି। ୨୦୨୫ ମାର୍ଚ୍ଚ ସୁଦ୍ଧା ଏହି ସୁବିଧା ମିଳିପାରେ ବୋଲି ଖବର ପ୍ରକାଶ ପାଇଛି । ଅଗଷ୍ଟ ୨୦୨୩ ଠାରୁ ଭାରତୀୟ ମାନେ ଇ-ଭିସା ଜରିଆରେ ରୁଷ ଯାଇପାରୁଛନ୍ତି, ଯାହାକି ଆବେଦନର ମାତ୍ର…

Read More