ବନକର୍ମଚାରୀଙ୍କୁ ଗୁଳିମାଡ

ବନକର୍ମଚାରୀଙ୍କ ଉପରକୁ ଫୁଟିଲା ଗୁଳି। ହାତୀ ଦାନ୍ତ ଡିଲ୍ ରେ ସାମିଲ ମାଫିଆଙ୍କୁ ଧରିବାକୁ ବନ କର୍ମଚାରୀ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି। ଏହି ଆକ୍ରମଣରେ ବନ ବିଭାଗ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବା ବେଳେ କୌଣସି କର୍ମଚାରୀ ଆହତ ହୋଇ ନ ଥିବା ଜଣାଯାଇଛି। ଏପରି ଏକ ଘଟଣା ରାୟଗଡ଼ା ଜିଲ୍ଲା ମୁନିଗୁଡା ରେଞ୍ଜ ଅଧୀନରେ ଘଟିଛି। ରାୟଗଡ଼ା ବନଖଣ୍ଡ ମୁନିଗୁଡା ରେଞ୍ଜ ମାଲିମୁଣ୍ଡା ଓ ଜାରପା ଗ୍ରାମର କିଛି ମାଫିଆ ହାତୀ ଦାନ୍ତ ବେପାର…

Read More