ବିନା ଅନୁମତିରେ ଜିରୋ ନାଇଟ୍ ସେଲିବ୍ରେସନ୍ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ

ବିନା ଅନୁମତିରେ ଜିରୋ ନାଇଟ୍ ସେଲିବ୍ରେସନ୍ ମନା। ବିନା ଅନୁମତିରେ ସେଲିବ୍ରେସନ୍ ହେଉଥିଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ଏଭଳି ନିୟମ ଅବକାରୀ ବିଭାଗ ପକ୍ଷରୁ ନିଆଯାଇଥିବା ସୂଚନା ମିଳିଛି । ଡିସେମ୍ବର ୩୧ ତାରିଖରେ ଜରୋ ନାଇଟ୍ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ଦରକାର । ଅବକାରୀ ବିଭାଗର ଅନୁମତି ନଥିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଅବକାରୀ କମିଶନର ନରସିଂହ ଭୋଳ ଏମିତି ଚେତାବନୀ ଶୁଣାଇଛନ୍ତି । ବିନା ଅନୁମତିରେ କିଛି ଜାଗାରେ ଜିରୋ…

Read More