
ଟ୍ୱିନସିଟିରେ ଆରମ୍ଭ ହେଲା ERSS ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
କମିଶନରେଟ ପୁଲିସ ପକ୍ଷରୁ ଆରମ୍ଭ ହେଲା ନୂତନ ସେବା ERSS। ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ସେବା କ୍ଷେତ୍ରରେ ଆରମ୍ଭ ହେଲା ନୂଆ ଅଧ୍ୟାୟ। କମିଶନରେଟ ପୁଲିସ କାର୍ଯ୍ୟାଳୟରେ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ERSSର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବା ପାଇଁ ଆପାତକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ (ERSS) ଲୋକାର୍ପିତ ହୋଇଛି। କଟକ ଓ ଭୁବନେଶ୍ବର କମିଶନରେଟ୍ ଅଞ୍ଚଳରେ ସୁବିଧା…