ୱାନ୍ ନେସନ୍ ୱାନ୍ ଇଲେକ୍ସନକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ
ୱାନ୍ ନେସନ୍ ୱାନ୍ ଇଲେକ୍ସନକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏକକ ନିର୍ବାଚନକୁ ନେଇ ଆଉ ପାଦେ ଆଗକୁ ବଢ଼ିଲା କେନ୍ଦ୍ର। କେନ୍ଦ୍ର ସରକାର ‘ଏକ ଦେଶ, ଏକ ନିର୍ବାଚନ’ ନିୟମ ପାଇଁ ଜୋରଦାର ଉଦ୍ୟମ କରିଛନ୍ତି। ପୂର୍ବରୁ ସେପ୍ଟେମ୍ବରରେ କେନ୍ଦ୍ର କ୍ୟାବିନେଟ ବୈଠକରେ ରାମନାଥ କୋବିନ୍ଦଙ୍କ ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିଲା। ତେବେ ଏନେଇ ସଂସଦର ଶୀତ ଅଧିବେଶନରେ ସରକାର ବିଲ ଆଣିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।ଗୋଟିଏ ଦେଶ, ଗୋଟିଏ…
