ଭିଜିଲାନ୍ସ ଜାଲରେ ବୋରିଗୁମ୍ମାର ତହସିଲ ଏଆରଆଇ

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ । ଘର ସହ ଏକାସାଙ୍ଗେ ୮ଟି ଠିକଣାରେ ଚାଲିଛି ଭିଜିଲାନ୍ସର ଚଢାଉ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ ।ଏକାସାଙ୍ଗ ଭିଜିଲାନ୍ସ ଟିମ୍ ୮ଟି ଠିକଣାରେ କରୁଛି ରେଡ୍ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ବାସଭବନ, ଅଫିସ…

Read More